ପୁରୀ,୨୮।୧୧: ଆସନ୍ତାକାଲି (ବୁଧବାର) ମାର୍ଗଶୀର-କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ରୁ ରାତ୍ର ଘ.୯.୦୦ଟିକା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ୪ ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |