+୨ ବୋର୍ଡ ପରୀକ୍ଷାର ହେବ ଲାଇଭ୍‌ ଷ୍ଟ୍ରିମିଙ୍ଗ

ଭୁବନେଶ୍ୱର,୨୯।୧୧:ଯୁକ୍ତ ଦୁଇ ଶେଷ ବର୍ଷ ବୋର୍ଡ ପରୀକ୍ଷାର ହେବ ଲାଇଭ ଷ୍ଟ୍ରିମିଙ୍ଗ। ଭୁବନେଶ୍ୱରରେ ଗଣଶିକ୍ଷା ବିଭାଗ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦକୁ ଲାଇଭ ଷ୍ଟ୍ରିମିଙ୍ଗ ଲିଙ୍କ୍ ଦିଆଯିବ।ରାଜ୍ୟର ପ୍ରତି ପରୀକ୍ଷା କେନ୍ଦ୍ର ସହ ପରୀକ୍ଷା ପରିଚାଳନା ହବ୍‌କୁ ଲାଇଭ ଷ୍ଟ୍ରିମିଙ୍ଗ ମାଧ୍ୟମରେ ମନିଟରିଂ କରାଯିବ। ପରୀକ୍ଷାରେ ସ୍ୱଚ୍ଛତା ପାଇଁ ବ୍ୟବସ୍ଥା ଗ୍ରହଣ କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବା CHSE।ରାଜ୍ୟର ପ୍ରତି ପରୀକ୍ଷା କେନ୍ଦ୍ର ସହ ପରୀକ୍ଷା ପରିଚାଳନା ହବ୍‌କୁ ଲାଇଭ ଷ୍ଟ୍ରିମିଙ୍ଗ ମାଧ୍ୟମରେ ମନିଟରିଂ କରାଯିବ। ପରୀକ୍ଷାରେ ସ୍ୱଚ୍ଛତା ପାଇଁ ବ୍ୟବସ୍ଥା ଗ୍ରହଣ କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ   । ପ୍ରତିବର୍ଷ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଗୁଛି । ପରୀକ୍ଷା କେନ୍ଦ୍ର ଗୁଡିକରେ ସିସିଟିଭି ଇନଷ୍ଟଲେସନନେଇ ସ୍ଥିତି କଣ ତାହା ଡିସେମ୍ବର ୧୫ ସୁଦ୍ଧା ପରିଷଦକୁ ଜଣାଇବା ଲାଗି CHSE ପରୀକ୍ଷା ନିୟନ୍ତ୍ରକ ସବୁ କଲେଜ୍ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇଛନ୍ତି।ପରୀକ୍ଷାରେ ସ୍ୱଚ୍ଛତା ପାଇଁ ଏଭଳି ବ୍ୟବସ୍ଥା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ CHSE ଗ୍ରହଣ କରିଛି । ପ୍ରତିବର୍ଷ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଗୁଛି । ପରୀକ୍ଷାକେନ୍ଦ୍ର ଗୁଡ଼ିକରେ ସିସିଟିଭି ଇନଷ୍ଟଲେସନ ନେଇ ସ୍ଥିତି କ’ଣ ତାହା ଡିସେମ୍ବର ୧୫ ସୁଦ୍ଧା ପରିଷଦକୁ ଜଣାଇବା ଲାଗି  CHSE ପରୀକ୍ଷା ନିୟନ୍ତ୍ରକ ସବୁ କଲେଜ୍ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!