ଜେଲରୁ ମୁକୁଳିବେ ଅର୍ଚ୍ଚନା ନାଗ

ଭୁବନେଶ୍ୱର,,୪ା୧୨: ବହୁ ଚର୍ଚ୍ଚିତ ହନି ଟ୍ରାପ ମାମଲାରେ ଅର୍ଚ୍ଚନା ନାଗଙ୍କୁ ଜାମିନ ମିଳିବା ଖବର ସାମ୍ନାକୁ ଆସିଛି । ଇଡି ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟରୁ ଜାମିନ ମିଳିଛି । ପୂର୍ବରୁ ୨ଟି ମାମଲାରେ ଅର୍ଚ୍ଚନା ନାଗଙ୍କୁ ଜାମିନ ମିଳିସାରିଛି । ଏହି ସମସ୍ତ ୩ଟି ମାମଲାରେ ଜାମିନ ମିଳିଥିବାରୁ ସେ ଜେଲରୁ ମୁକୁଳିବା ସ୍ପଷ୍ଟ ହୋଇଛି।ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ । ଇଡି ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟ ପକ୍ଷରୁ ଜାମିନ ପ୍ରଦାନ କରାଯାଇଛି । ପୂର୍ବରୁ ୨ଟି ମାମଲାରେ ଅର୍ଚ୍ଚନାଙ୍କୁ ଜାମିନ ମିଳିସାରିଛି । ସମସ୍ତ ୩ଟି ମାମଲାରେ ଜାମିନ ମିଳିଥିବାରୁ ଅର୍ଚ୍ଚନା ଜେଲରୁ ମୁକୁଳିବା ସ୍ପଷ୍ଟ ହୋଇଛି । ପୂର୍ବରୁ ନୟାପଲ୍ଲୀ ଥାନା ମାମଲା ଓ ଖଣ୍ଡଗିରି ଥାନା ମାମାଲାରେ ଅର୍ଚ୍ଚନାଙ୍କୁ ଜାମିନ ପ୍ରଦାନ କରିଥିଲେ ହାଇକୋର୍ଟ । ଏପ୍ରିଲ ୧୧ରେ ନୟାପଲ୍ଲୀ ଥାନା ମାମଲାରେ ତାଙ୍କୁ ଜାମିନ ପ୍ରଦାନ କରିବା ସହ ବାହାରକୁ ନଯିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ସେହିପରି ଅଗଷ୍ଟ ୨ରେ ଖଣ୍ଡଗିରି ଥାନା ମାମଲାରେ ତାଙ୍କୁ ଜାମିନ ପ୍ରଦାନ କରାଯାଇଥିଲା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!