ବିଜେପି ଡାବୁଗାଁ ନିର୍ବାଚନ ମଣ୍ଡଳୀ ସ୍ତରୀୟ କାର୍ଯ୍ୟକର୍ତ୍ତା ବୈଠକ

ନବରଙ୍ଗପୁର(ମିହିର ଶଙ୍କର ପାତ୍ର),୧୬।୧୨: ଗତ ଶୁକ୍ରବାର ୧୫ ତାରିଖ ଦିନ ବିଜେପି ପକ୍ଷରୁ ପାପଡାହାଣ୍ଡି ଦଳେଇଗୁଡା ରେ ନିର୍ବାଚନ ମଣ୍ଡଳୀ ସ୍ତରୀୟ କାର୍ଯ୍ୟକର୍ତ୍ତା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଜେପି ର ବରିଷ୍ଠ ନେତ୍ରୀ ପୂର୍ଣ୍ଣିମା କେର୍କେଟା ଓ ପୂର୍ବତନ ସାଂସଦ ବଳଭଦ୍ର ମାଝୀ କାର୍ଯ୍ୟକର୍ତ୍ତା ମାନଙ୍କ ସହ ଆଲୋଚନା କରିଥିଲେ। ଜିଲ୍ଲା ସଭାପତି ଯଗଦୀଶ ବିଷୟୀ, ପ୍ରଭାରୀ ମନିଜର ଆର୍ଯ୍ୟ, ଯୁବନେତା ସୋମନାଥ ପୂଜାରୀ, ପାପଡାହାଣ୍ଡି ମଣ୍ଡଳ ସଭାପତି କ୍ଷେତ୍ରମୋହନ ପାତ୍ର, ଡାବୁଗାଁ ସାଧାରଣ ସଂପାଦକ ମହେଶ ପାତ୍ର, ରାଜେନ୍ଦ୍ର ବିଷୋୟୀ, ଯାଦବ ବିଷୋୟୀ, ପଦ୍ମିନୀ ମାଝୀ, ଲକ୍ଷ୍ମୀ ଜାନୀ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!