ପୁରୀ,,୨୦।୧୨: ଆଜି ମାର୍ଗଶିର-ଶୁକ୍ଳ ଅଷ୍ଟମୀ ତିଥି ବୁଧବାର ଦିନ ଶ୍ରୀ ବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ନ ଘ.୪ଟାଠାରୁ ରାତି ୮ଟରା ପର୍ଯ୍ୟନ୍ତ ଏହି ନୀତି ଚାଲଇବାକୁ ଥିବାରୁ ଏହି ସମୟରେ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |