ବାର୍ ଓ ହୋଟେଲ ଗୁଡ଼ିକ ପାଇଁ ନ୍ୟୁ ଇୟର୍ ଗାଇଡ୍‌ଲାଇନ୍ ଜାରି

ଭୁବନେଶର,୨୬।୧୨: ନ୍ୟୁଇୟର ସେଲିବ୍ରେସନ୍‌ ପୂର୍ବରୁ କମିଶନରେଟ୍‌ ପୋଲିସ ପକ୍ଷରୁ ଗାଇଡଲାଇନ୍‌ ଜାରି କରାଯାଇଛି । ରାଜଧାନୀର ବାର୍ ଓ ହୋଟେଲଗୁଡ଼ିକରେ କିପରି ନୂଆ ବର୍ଷ ସେଲିବ୍ରେସନ କରାଯିବ, ତାର ଗାଇଡଲାଇନ ଜାରି କରିଛି କମିଶନରେଟ ପୋଲିସ ।ବାର୍ ଓ ହୋଟେଲ ଗୁଡ଼ିକ ପାଇଁ ନ୍ୟୁ ଇୟର୍ ଗାଇଡ୍‌ଲାଇନ୍ ଜାରି। ରାତି ୧୨.୩୦ ଯାଏ ହୋଟେଲ୍ ଓ ବାର୍ ଖୋଲିପାରିବେ। ଆଉ ଅଧିକ ସମୟ ପାଇଁ ଖୋଲିବାକୁ ହେଲେ ସ୍ୱତନ୍ତ୍ର ଅନୁମତି ଦରକାର। ଅତ୍ୟଧିକ ମଦ୍ୟପାନ ରୋକିବାକୁ ନଜର ରଖାଯିବ।ଏଥର ନୂଆ ବର୍ଷରେ ରାଜଧାନିରେ ଅଧିକ ମଦ୍ୟପାନ କରି ପାରିପାରିବେ ନାହିଁ। ଆଜି ହୋଟେଲ ଓ ବାର୍ ମାଲିକଙ୍କ ସହ ଏ ସମ୍ପର୍କରେ ଆଲୋଚନା କରାଯାଇଛି। ନୂଆ ବର୍ଷ ପାଇଁ ତାର ଗାଇଡ ଲାଇନ ଜାରି କରିଛି କମିଶନରେଟ୍ ପୁଲିସ।ହୋଟେଲ ଓ ବାର୍ ଗୁଡ଼ିକରେ କିପରି ନୂଆ ବର୍ଷ ପାଳନକାରାଯିବ। ଡିସିପିଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକ ପରେ କେତେକ ଗାଇଡ ଲାଇନ ଜାରି କରିଛି ପୁଲିସ। ସେଗୁଡ଼ିକ ମଧ୍ୟରେ ରହିଛି ରାତି ସାଢ଼େ ୧୨ଟା ଯାଏ ହୋଟେଲ ଓ ବାର୍ ଖୋଲିପାରିବ।ଯେଉଁ ହୋଟେଲ୍ କିମ୍ବା ବାର୍ ମାଲିକ ମାନେ ୧ଟା ୩୦ ଯାଏ ଖୋଲିବାକୁ ଚାହିଁବେ। ସେଥିପାଇଁ ସ୍ୱତନ୍ତ୍ର ଅନୁମତି ନେବାକୁ ପଡ଼ିବ। ପାର୍କିଂ ପାଇଁ ସ୍ୱତନ୍ତ୍ର ସିକ୍ୟୁରିଟି ବ୍ୟବସ୍ଥା କରିବାକୁ ପଡ଼ିବ। ଗ୍ରାହକ ଯେପରି ଅଧିକ ମଦ୍ୟପାନ ନ କରନ୍ତି ସେଥିପ୍ରତି ବାର୍ ଓ ହୋଟେଲ କର୍ତ୍ତୃପକ୍ଷ ଧ୍ୟାନ ଦେବେ।ଆଜି ହୋଟେଲ ଓ ବାର୍ ମାଲିକମାନଙ୍କ ସହିତ ଏ ସଂପର୍କରେ ଆଲୋଚନା ହୋଇଥିଲା । ଡିସିପିଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକ ପରେ କେତେକ ଗାଇଡଲାଇନ ଜାରି କରିଛି ପୋଲିସ । ସେଗୁଡ଼ିକ ମଧ୍ୟରେ ରହିଛି-ରାତି ସାଢ଼େ ୧୨ଟା ଯାଏ ହୋଟେଲ ଓ ବାର୍ ଖୋଲିପାରିବ । ଯିଏ ୧ଟା ୩୦ ଯାଏ ଖୋଲିବାକୁ ଚାହିଁବ, ସେଥିପାଇଁ ସ୍ୱତନ୍ତ୍ର ଅନୁମତି ନେବାକୁ ପଡ଼ିବ । ପାର୍କିଂ ପାଇଁ ସ୍ୱତନ୍ତ୍ର ସିକ୍ୟୁରିଟି ବ୍ୟବସ୍ଥା କରିବାକୁ ପଡ଼ିବ । ଗ୍ରାହକ ଯେପରି ଅଧିକ ମଦ୍ୟପାନ ନ କରନ୍ତି, ସେଥିପ୍ରତି ବାର୍ ଓ ହୋଟେଲ କର୍ତ୍ତୃପକ୍ଷ ଧ୍ୟାନ ଦେବେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!