ଭୁବନେଶ୍ୱର,୨୭।୧୨:ଆଜିଠାରୁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ। ବିଭିନ୍ନ ସମସ୍ୟାକୁ ନେଇ ଦୀର୍ଘ ଏକ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା ଶିମିଳିପାଳ ଜାତୀୟ ଉଦ୍ୟାନ।ଶିମିଳିପାଳ ବିକାଶ ପରିଷଦ ପକ୍ଷରୁ ୫ ଦଫା ଦାବି ନେଇ ଅନିର୍ଦ୍ଧିଷ୍ଟ କାଳ ପାଇଁ ରାସ୍ତା ଅବରୋଧ କରି ଅଭୟାରଣ୍ୟକୁ ବନ୍ଦ କରି ରଖିଥିଲେ।ଏଥିରେ ସ୍ଥାନୀୟ ବାସିନ୍ଦା ମଧ୍ୟ ସାମିଲ ଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |