ସର୍ଟସର୍କିଟ୍ ରେ ଜଳିଗଲା ୧୩ ବଖରା ଘର

ନୟାଗଡ: ବିଦ୍ୟୁତ୍ ସର୍ଟସର୍କିଟ୍ ଯୋଗୁଁ ୧୩ ବଖରା ଘର ଜଳିଯାଇଛି। ଏହା ଯୋଗୁଁ ୧୦ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତିି ନଷ୍ଟ ହୋଇଯାଇଛି । ନୟାଗଡ଼ ଭାପୁର ବ୍ଲକ ପାର୍ବତୀପୁର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ୮ଟି ପରିବାରର ୧୩ ବଖରା ଘର ଜଳିଯାଇଛି । ଶୀତ ରାତିରେ ଲୋକେ ଘରେ ଶୋଇଥିବାବେଳେ ଏଭଳି ଅଘଟଣ ଘଟିଛି |

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!