ଛୁଟି ଦିନରେ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ ଲୋକସେବା ଭବନ ଉଦ୍ୟାନ

ଭୁବନେଶ୍ୱର,୬।୧:  ସର୍ବସାଧାରଣଙ୍କ ନିମନ୍ତେ ଚଳିତ ଜାନୁଆରୀ ମାସର ରବିବାର ସମେତ ସମସ୍ତ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ଖୋଲା ରହିବ। ଜନସାଧାରଣ ଏହି ଦିନମାନଙ୍କରେ ଅପରାହ୍ନ ୩.୩୦ ରୁ ସନ୍ଧ୍ୟା ୫.୩୦ ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଲୋକସେବା ଭବନକୁ ଆସି ଉଦ୍ୟାନ ପରିଦର୍ଶନ କରିପାରିବେ। ତେବେ ଏହି ଉଦ୍ୟାନ ବର୍ତ୍ତମାନ ବିଭିନ୍ନ କିସମର ଫୁଲରେ ସଜେଇ ହୋଇ ଅତ୍ୟନ୍ତ ମନୋରମ ପରିବେଶ ସୃଷ୍ଟି କରିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!