ନୂଆଦିଲ୍ଲୀ,୧୧ା୧: ଗୁରୁବାର ରାଜଧାନୀ ଦିଲ୍ଲୀରେ ଭୂକମ୍ପ ଅନୁଭୂତ ହୋଇଛି। ଦିଲ୍ଲୀ ଏନ୍ସିଆର୍ରେ ଏହି ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ହିନ୍ଦୁକୁଶ ଅଞ୍ଚଳରେ ଏହାର ତୀବ୍ରତା ୬.୧ ରହିଥିଲା। ଜମ୍ମୁ-କଶ୍ମୀରର ପୁଞ୍ଚ ଅଞ୍ଚଳରେ ବି ଭୂକମ୍ପ ଅନୁଭୂତ ହୋଇଛି। ଦିଲ୍ଲୀ-NCRରେ ଭୂମିକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ତୀବ୍ରତା 6.2 ବୋଲି ଜଣାପଡ଼ିଛି। ଭୂ-କମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ନାହିଁ।ଲୋକେ ଛାନିଆ ହୋଇ ବାହାରକୁ ପଳାଇଆସିଥିଲେ। ଜାମ୍ମୁ-କାଶ୍ମୀର ପୁଞ୍ଛ ଅଞ୍ଚଳରେ ମଧ୍ୟ ଭୂମିକମ୍ପ ଝଟ୍କା ଅନୁଭୂତ ହୋଇଛି। ପାକିସ୍ତାନ-ଆଫଗାନିସ୍ତାନ ସୀମା ଭୂମିକମ୍ପର କେନ୍ଦ୍ରସ୍ଥଳ ହୋଇଥିବା ଜଣାପଡ଼ିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |