ଆଜିଠାରୁ ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା

ବରଗଡ଼,୧୫ା୧:   ଆରମ୍ଭ ହେଉଛି ବରଗଡ଼ ପ୍ରସିଦ୍ଧ ଧନୁଯାତ୍ରା । କଂସଙ୍କ ରାଜ ଦରବାର ସମେତ ରଂଗମହଲ ଓ ବିଭିନ୍ନ ତୋରଣ କାମ ସରିଛି । କଂସଙ୍କ ରାଜ ଦରବାର ସମେତ ରଂଗମହଲ ଓ ବିଭିନ୍ନ ତୋରଣ କାମ ସରିଛି। ବରଗଡ଼ ଧନୁଯାତ୍ରା ଚଳିତଥର ୭୬ ବର୍ଷରେ ପଦାର୍ପଣ କରୁଛି।ଆଜିଠାରୁ ଆରମ୍ଭ ହୋଇ ଏହା ଜାନୁଆରୀ ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଧନୁଯାତ୍ରା ପାଇଁ ହାଟପଦା ଠାରେ ମହାରାଜ କଂସଙ୍କ ପ୍ରାୟ ୯୫ଫୁଟ ଉଚ୍ଚ ଏବଂ ୪୫ଫୁଟ ଓସାର ରାଜଦରବାର ନିର୍ମାଣ ହୋଇଛି। ରଙ୍ଗ ମହଲକୁ ନୂଆ ରୂପ ଦିଆଯାଇଛି।ବରଗଡ଼ ଧନୁଯାତ୍ରା ଚଳିତଥର ୭୬ ବର୍ଷରେ ପଦାର୍ପଣ କରୁଛି । ଆଜି ଠାରୁ ଆରମ୍ଭ ହୋଇ ଏହା ଜାନୁଆରୀ ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ ।ଧନୁଯାତ୍ରା ପାଇଁ ହାଟପଦା ଠାରେ ମହାରାଜ କଂସଙ୍କ ପ୍ରାୟ ୯୫ଫୁଟ ଉଚ୍ଚ ଏବଂ ୪୫ଫୁଟ ଓସାର ରାଜଦରବାର ନିର୍ମାଣ ହୋଇଛି । ରଙ୍ଗ ମହଲକୁ ନୂଆ ରୂପ ଦିଆଯାଇଛି । ସେପଟେ ମଞ୍ଚ ପ୍ରସ୍ତୁତ ଥିବା ବେଳେ ଅଭିନୟ ଲାଗି କଳାକାର ମାନେ ମଧ୍ୟ ନିଜ ପ୍ରସ୍ତୁତି ସାରିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!