ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ , ସରକାରୀ ଛୁଟି ଘୋଷଣା

ଭୁବନେଶ୍ବର: ,୧୫ା୧:୧୭ ତାରିଖ ଦିନ ଲୋକାର୍ପିତ ହେବ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏହି ଅବସରରେ ଜାନୁୟାରୀ ୧୭ ତାରିଖ ଦିନକୁ ସରକାରୀ ଛୁଟି ଭାବେ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହି ଦିନ ସମସ୍ତ ସରକାରୀ ଅଫିସ, ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି କୁହାଯାଇଛି। ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ସେହି ଦିନକୁ ସରକାରୀ ଛୁଟି ଭାବେ ଘୋଷଣା ହୋଇଛି। ରାଜ୍ୟର ସମସ୍ତ ସରକାରୀ ଅଫିସ୍‌, ସ୍କୁଲ ଓ କଲେଜ ବନ୍ଦ ରହିବ। ଏନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!