ଆସାମରେ ଭୂକମ୍ପ ଝଟକାର ତୀବ୍ରତା ରିକ୍ଟର ସ୍କେଲରେ ୩.୫

ନୂଆଦିଲ୍ଲୀ,୧୭।୧ : ଆସାମର ଦାରଙ୍ଗରେ ବୁଧବାର ସକାଳେ ଭୂକମ୍ପ ଝଟକା ଅନୁଭୂତ ହୋଇଛି।ଭାରତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁସାରେ ଏହି ଭୂକମ୍ପ ଝଟକାର ତୀବ୍ରତା ରିକ୍ଟର ସ୍କେଲରେ ୩.୫ ରେକର୍ଡ କରାଯାଇଛି। ଭୂମିକମ୍ପର ଝଟକା ଦାରଙ୍ଗ ଅଞ୍ଚଳରେ ସକାଳ ୭ଟା ୫୪ରେ ଅନୁଭୂତ ହୋଇଛି। ଏଥିରେ ଧନଜୀବନ ହାନୀ ନେଇ କୌଣସି ସୂଚନା ମିଳିନାହିଁ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!