ଭୁବନେଶ୍ଵର,,୧୮ା୧: କଲେଜ କ୍ୟାମ୍ପସରେ ରାଜ୍ୟ ସରକାରଙ୍କ ‘ନୂଆ ଓଡିଶା, ନବୀନ ଓଡିଶା’ କାର୍ଯ୍ୟକ୍ରମକୁ ବିରୋଧ କରିଛି ଛାତ୍ର କଂଗ୍ରେସ । ମହର୍ଷି କଲେଜ କ୍ୟାମ୍ପସରେ ଲାଗିଥିବା ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ଉପରେ ମହାପୁରୁଷ, ସ୍ୱାଧିନତା ସଂଗ୍ରାମୀଙ୍କ ଫଟୋ ଲଗାଇଲା ଛାତ୍ର କଂଗ୍ରେସ । ଆଗକୁ ନିର୍ବାଚନ ଆସୁଥିବାରୁ ଏଭଳି କାର୍ଯ୍ୟକ୍ରମ ଜରିଆରେ କଲେଜ କ୍ୟାମ୍ପସରେ ବିଜେଡି ଦଳୀୟ ପ୍ରଚାର କରୁଥିବା ଅଭିଯୋଗ କରିଛି ଛାତ୍ର କଂଗ୍ରେସ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |