ଭୁବନେଶ୍ୱର,,୨୩।୧: ଆସନ୍ତା ୨୯ ତାରିଖରୁ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଆନ୍ଦୋଳନ ପାଇଁ ଡାକରା ଦିଆଯାଇଛି । ଶିକ୍ଷକ ସଂଘ ତରଫରୁ ହୋଇଥିବା ସମସ୍ତ ଦାବି ପୂରଣ ନ ହେଲେ ପୁଣିଥରେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଧମକ ଦିଆଯାଇଛି । ଏହି ଆନ୍ଦୋଳନରେ ପ୍ରାୟ ଦେଢ ଲକ୍ଷ ଶିକ୍ଷକ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଅନୁମାନ କରାଯାଉଛି । ସାମ୍ବାଦିକ ସମ୍ମିଳନୀରେ ଏ ନେଇ ସୂଚନା ଦେଇଛନ୍ତି ପ୍ରାଥମିକ ଶିକ୍ଷକ ସଂଘର ସଭାପତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |