ଭୁବନେଶ୍ୱର,୨୫ା୧:କାଲି ସାଧାରଣତନ୍ତ୍ର ଦିବସ ପାଇଁ ରାଜ୍ୟର ସବୁ ପେଟ୍ରୋଲ ପମ୍ପ ବନ୍ଦ ରହିବ । ଜରୁରୀ ସେବା ପାଇଁ ପ୍ରତି ଜିଲ୍ଲାର କିଛି ପେଟ୍ରୋଲ ପମ୍ପ ଖୋଲା ରହିବ ।ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା ପରେ ପେଟ୍ରୋଲ ପମ୍ପ ବନ୍ଦ ହେବା ନିଷ୍ପତ୍ତି ନିଆଯାଇଛି । ପେଟ୍ରୋଲିୟମ ଡିଲର୍ସ ଆସୋସିଏସନ୍ ସଭାପତି ଶଶାଙ୍କ ସାହୁଙ୍କ ସୂଚନା ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |