ଗଣତନ୍ତ୍ର ଦିବସ, ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬ା୧:ଆଜି ୭୫ତମ ଗଣତନ୍ତ୍ର ଦିବସ। ଭାରତୀୟ ସମ୍ୱିଧାନ ପ୍ରଣୟନର ଦିନ। ଦିଲ୍ଲୀରୁ  ପଲ୍ଲୀ ସବୁଠି ଉଡୁଛି ତ୍ରିରଙ୍ଗା।ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶାର ମେଢ। ସେପଟେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।  ନୂଆଦିଲ୍ଲୀର କର୍ତ୍ତବ୍ୟପଥରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପତାକା ଉତ୍ତୋଳନ କରିବେ। ଏହି ସମାରୋହରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ମୁଖ୍ୟ ଅତିଥି ଭାବେ ଯୋଗଦେବେ ଫ୍ରାନ୍ସ ରୋେଟ୍ରପତି ଇମାନ୍ୟୁଲ ମାକ୍ରୋନ। ଏହାସହ ଦୋବାସୀଙ୍କୁ ଗଣତନ୍ତ୍ର ଦିବସର ଅନେକ ଅନେକ ଶୁଭୋଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!