ପରୀ ହତ୍ୟାକାରୀକୁ ୨୦ ବର୍ଷ ଜେଲ୍‌

ନୟାଗଡ଼,  ୬।୨: ନୟାଗଡ଼ର ବହୁଚର୍ଚ୍ଚିତ ପରୀ ଦୁଷ୍କର୍ମ  ଆସିଲା ହତ୍ୟା ମାମଲା ରାୟ। ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଲେ କୋର୍ଟ। କାରାଦଣ୍ଡାଦେଶ ଶୁଣାଇଲେ ନୟାଗଡ଼ ଚିଲ୍‌ଡ୍ରେନ୍‌ସ କୋର୍ଟ। ପରୀ ମାମଲାକୁ ନେଇ ୨୦୨୦ ମସିହାରେ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଥିଲା।ନାବାଳକକୁ ୨୦ ବର୍ଷ ଜେଲ । ନୟାଗଡ଼ର ବହୁ ଚର୍ଚିତ ପରି ହତ୍ୟା ମାମଲାରେ ଆସିଲା ରାୟ l ରାୟ ଶୁଣାଇଲେ ନୟାଗଡ଼ ଅତିରିକ୍ତ ଦୌରା ଜଜ ଲିଲି ସେନାପତି l ମାମଲାରେ sit ଗିରଫ କରିଥିବା ଅଭିଯୁକ୍ତ ନାବାଳକକୁ ଅପହରଣ, ଦୁଷ୍କର୍ମ  ଓ  POCSO ACT ରେ ଦୋଷୀ ସାବ୍ୟସ୍ତ କରିବା ସହ ଅଭିଯୁକ୍ତକୁ 6 POCSO ACT ରେ 20 ବର୍ଷ ଜେଲ ଦଣ୍ଡାଦେଶ ସହ ୨ ହଜାର ଟଙ୍କା FINE ଦଣ୍ଡାଦେଶ ଶୁଣାଇଲେ ନୟାଗଡ଼ ଅତିରିକ୍ତ ଜିଲ୍ଲା ଦୌରା ଜଜ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!