ଆଜି ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁର ବିଲ୍

ଭୁବନେଶ୍ୱର,୯/୨:ଆଜି ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁର ବିଲ୍। ପ୍ରଶ୍ନ କାଳରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଶିଳ୍ପ, ବୟନ ଶିଳ୍ପ, ହସ୍ତତନ୍ତ ଓ ହସ୍ତଶିଳ୍ପ, ଶକ୍ତି ମହିଳା ଓ ଶିଶୁ ବିକାଶ ମିଶନ ଶକ୍ତି ବିଭାଗ ସମ୍ପର୍କରେ ପ୍ରଶ୍ନକାଳରେ ଆଲୋଚନା ରହିଛି।ଶୂନ୍ୟକାଳରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ଗୃହରେ ଶାସକ ଓ ବିରୋଧୀ ଉଠାଇବେ। ଏହାପରେ ଅର୍ଥମନ୍ତ୍ରୀ ଆଗତ କରିଥିବା ବଜେଟ୍ ସମ୍ପର୍କରେ ଆଲୋଚନା ଆରମ୍ଭ ହେବ। ଷୋଡ଼ଶ ବିଧାନସଭାର ଏହା ଶେଷ ଅଧିବେଶନ ହୋଇଥିବାରୁ, ଅପରାହ୍ନରେ ସମସ୍ତ ବିଧାୟକଙ୍କର ଏକ ଫଟୋ ସେସନ୍ କରାଯିବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!