ବୋର୍ଡ଼ ପରୀକ୍ଷାର୍ଥୀଙ୍କ ପାଇଁ ‘ଟେଲିମାନସ’ ସେବା

ଭୁବନେଶ୍ୱର,୧୧।୨: ଫେବୃଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଛି ବୋର୍ଡ଼ ପରୀକ୍ଷା । ଏହି ସମୟରେ ଛାତ୍ରଛାତ୍ରୀଙ୍କୁ ଚାପମୁକ୍ତ ରଖିବା ପାଇଁ ଜାରି ହେଲା ଟୋଲ ଫ୍ରି ନମ୍ବର ୧୪୪୧୬ । ଏହି ଟୋଲ ଫ୍ରି ନମ୍ବର ଡାଏଲ କରି ‘ଟେଲିମାନସ’ କାଉନସିଲରଙ୍କ ପରାମର୍ଶ ନେଇପାରିବେ ଛାତ୍ରଛାତ୍ରୀ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!