ନୂଆଦିଲ୍ଲୀ,୧୨।୨: ପ୍ରିୟଙ୍କା ଓ ସଚିନ୍ ପାଇଲଟ୍ ଓଡ଼ିଶା ଆସିବେ। ଆଜି ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ। ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି। ତାଙ୍କ ସହ ରାଜସ୍ଥାନ କଂଗ୍ରେସର ପୋଷ୍ଟର୍ ବୟ୍ ସଚିନ୍ ପାଇଲଟ୍ ବି ଓଡ଼ିଶା ଆସି ବିଭିନ୍ନ ଜିଲ୍ଲାରେ ପ୍ରଚାର କରିବେ। ତାସହ ପୁଣି ଥରେ ରାହୁଲ ଗାନ୍ଧିଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଛି ବୋଲି ସେ ସୂଚନା ଦେଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |