ରାଜ୍ୟ କ୍ୟାବିନେଟ ବୈଠକ ,୨୭ଟି ପ୍ରସ୍ତାବ ଉପରେ ମୋହର

ଭୁବନେଶ୍ୱର: ,୧୨।୨:୨୭ଟି ପ୍ରସ୍ତାବ ଉପରେ ମୋହର। ଆଜି ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି ରାଜ୍ୟ ସରକାର । ୧୪ଟି ବିଭାଗର ୨୭ଟି ପ୍ରସ୍ତାବ ଉପରେ ମୋହର ମାରିଥିବା ଜଣାପଡିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!