ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ନୂଆ-ଓ ସ୍କଲାରସିପ

ଯାଜପୁର, ୧୩।୨: ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କ ପାଇଁ  ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି । ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ନୂଆ-ଓ ସ୍କଲାରସିପ ମିଳିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ନିଷ୍ପତ୍ତି ନେଇଛନ୍ତି । ଏ ନେଇ ଯାଜପୁରରେ ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ  ପାଣ୍ଡିଆନ ଘୋଷଣା କରିଛନ୍ତି ।ତେବେ ଏହି ସ୍କଲାରସିପ ସବୁ କଲେଜ ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରାଯିବ ।ବର୍ଷକୁ ଛାତ୍ରୀଙ୍କୁ ୧୦ ହଜାର ଟଙ୍କା ମିଳିବା ବେଳେ ଛାତ୍ରଙ୍କୁ ୯ ହଜାର ଟଙ୍କା ପ୍ରଦାନ କରାଯିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!