ଆସନ୍ତା ୨୯ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୧୪ା୨: ଆସନ୍ତା ୨୯ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିବେ ବୋଲି ଜଣାପଡ଼ିଛି। ମୟୂରଭଞ୍ଜ ଜିଲାର ଖିଚିଂ କିଚକେଶ୍ୱରୀ ମନ୍ଦିର ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଷ୍ଟ୍ରପତି ଭବନରୁ କିଚକେଶ୍ୱରୀ ମନ୍ଦିର ପ୍ରଶାସନକୁ ଚିଠି ହୋଇଛି। ରାଷ୍ଟ୍ରପତିଙ୍କର ଅଧିକ କ’ଣ କାର୍ଯ୍ୟକ୍ରମ ରହିଛି, ସେ ସମ୍ପର୍କରେ ସ୍ପଷ୍ଟ ଜଣାପଡ଼ିନାହିଁ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!