ଓଡ଼ିଶାର ୩ ରାଜ୍ୟସଭା ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭୁବନେଶ୍ୱର,୨୦।୨:   ୩ ରାଜ୍ୟସଭା ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ । ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ଓଡ଼ିଶାର ୩ ରାଜ୍ୟସଭା ପ୍ରାର୍ଥୀ । ଦେବାଶିଷ ସାମନ୍ତରାୟ, ଶୁଭାଶିଷ ଖୁଣ୍ଟିଆ ଓ ଅଶ୍ୱିନୀ ବୈଷ୍ଣବ ନିର୍ବାଚିତ । ପ୍ରତିଦ୍ବନ୍ଦ୍ବୀ ନ ଥିବାରୁ ଆଉ ଭୋଟ୍‌ ଗ୍ରହଣର ଆବଶ୍ୟକତା ପଡ଼ି ନାହିଁ ।ଏନେଇ ଘୋଷଣା କରିଛନ୍ତି ରିଟର୍ଣ୍ଣିଂ ଅଫିସର୍‌ । ସେମାନେ ଆଜି ବିଧିବଦ୍ଧ ଭାବେ ସାର୍ଟିଫିକେଟ୍‌ ଗ୍ରହଣ କରିଛନ୍ତି । ଆଗକୁ ରାଜ୍ୟସଭା ସଦସ୍ୟ ଭାବେ ସେମାନେ ଶପଥ ନେବେ ବୋଲି ସୂଚନା ମିଳିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!