ଓଡ଼ିଶା ଆସିବେ ବିଲ୍‍ ଗେଟ୍ସ

ନୂଆଦିଲ୍ଲୀ,୨୬।୨:ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ- ପ୍ରତିଷ୍ଠାତା ବିଲ୍‍ ଗେଟ୍ସ । ଫେବୃଆରୀ ୨୮ ତାରିଖରେ ସେ କୃଷି ଭବନରେ କୃଷି ସମୀକ୍ଷା କେନ୍ଦ୍ର ପରିଦର୍ଶନ କରିବେ । ଏହାସହ ରାଜ୍ଯରେ ଯେଉଁ କୃଷି ବିକାଶ ହୋଇଛି ତାକୁ ଅନୁଧ୍ଯାନ କରିବେ । ବିଶେଷକରି କିପରି କୃଷି ବିଭାଗ ଯୋଜନା ସବୁ ଲାଗୁ କରୁଛି ତାକୁ ଅନୁଧ୍ୟାନ କରିବେ ବିଲ୍‍ ଗେଟ୍ସ |ଯାହା ଜରିଆରେ ବୈଷୟିକ ପ୍ରଣାଳୀରେ କ୍ଷୁଦ୍ରଚାଷୀଙ୍କ ଆୟ ବୃଦ୍ଧି କରାଯିବା ନେଇ ଯୋଜନା ହୋଇଥିଲା । ବିଲ ଗେଟ୍ସ ଫାଉଣ୍ଡେସନ ଏଥିପାଇଁ ବୈଷୟିକ ସହାୟତା ଯୋଗାଉଛି । ରାଜ୍ୟରେ କୃଷି ବିକାଶ କିପରି ହୋଇ ତାହାର ଅନୁଧ୍ୟାନ କରିବେ ବିଲ ଗେଟ୍ସ । ବିଶେଷକରି କୃଷି ବିଭାଗ କିପରି ଯୋଜନା ଲାଗୁ କରୁଛି ତାହା ଅନୁଧ୍ୟାନ କରିବେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!