ଭୁବନେଶ୍ୱର,୨୮ା୨:ଇଡିରେ ହାଜର ହେଲେ ଭଦ୍ରକ ଜିଲ୍ଲାର ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ। ବରପଦା ଇଞ୍ଜିନିୟରିଂ କଲେଜ ଜମି ମାମଲାରେ ଜେରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଛନ୍ତି ସେ। ପ୍ରଫୁଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ଇଡିରେ ହାଜର ହେବାକୁ ନୋଟିସ୍ ହୋଇଥିଲା। ଏହାକୁ ନେଇ ସେ ଆଜି ଇଡିରେ ହାଜର ହୋଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |