୧୧୫୨ ନୂଆ ଅଧ୍ଯାପକ, ଅଫିସର ଓ କର୍ମଚାରୀଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୩ :  ୧୧୫୨ ନୂଆ ଅଧ୍ୟାପକ, ଅଧିକାରୀ ଏବଂ କର୍ମଚାରୀଙ୍କୁ ନିଯୁକ୍ତି ମିଳିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରିଛନ୍ତି। ଯେଉଁଥିରେ ୯୭୭ ଅଧ୍ୟାପକ, ୮୭ ପଞ୍ଚାୟତ ଉନ୍ନୟନ ଅଧିକାରୀ ଏବଂ ୫୭ ସମବାୟ ସମିତି ନିରୀକ୍ଷକ, ସୂଚନା ଓ ଲୋକସମ୍ପର୍କର ୩୧ ଜଣ କର୍ମଚାରୀକୁ ନିଯୁକ୍ତି ମିଳିଛି। ନିଅଧ୍ଯାପକ, ଅଫିସର ଓ ଷ୍ଟାଫ ନିଯୁକ୍ତି । ଆଜି ୧୧୫୨ ନୂଆ ଅଧ୍ଯାପକ, ଅଫିସର ଓ କର୍ମଚାରୀଙ୍କୁ ନିଯୁକ୍ତି ମିଳିଛି। ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ଯେଉଁଥିରେ ରହିଛନ୍ତି ୯୭୭ ଅଧ୍ଯାପକ, ୮୭ ଗ୍ରାମ ପଞ୍ଚାୟତ ଉନ୍ନୟନ ଅଫିସର, ୫୭ ସମବାୟ ସମିତି ନିରୀକ୍ଷକ, ସୂଚନା ଓ ଲୋକ ସଂପର୍କର ୩୧ ଜଣ କର୍ମଚାରୀ । ନିଜ ନିଜ ଚାକିରି କ୍ଷେତ୍ରରେ ୫ଟି ଉପକ୍ରମରେ ଲୋକଙ୍କ ସେବା କରିବାକୁ ଏହି ଅବସରରେ ଆହ୍ବାନ ଦେଇଛନ୍ତି ମୁଖ୍ଯମନ୍ତ୍ରୀ । ନୂଆ ଅଧ୍ଯାପକ ଓ ଅଫିସରଙ୍କ ପ୍ରତିଭା, ପ୍ରତିଶ୍ରୁତି ଓ କଠିନ ପରିଶ୍ରମ ନିଜ ଚାକିରି କ୍ଷେତ୍ରରେ ଅଧିକ ଫଳବତୀ ହୋଇପାରିବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!