NAC ମାନ୍ୟତା ଦାବି ପ୍ରତିବାଦରେ ୧୨ ଘଣ୍ଟିଆ କୁଜଙ୍ଗ୍ ବନ୍ଦ

ଭୁବନେଶ୍ୱର,୨।୩: ପାରାଦୀପରେ କୁଜଙ୍ଗକୁ NAC ମାନ୍ୟତା ଦାବି ପ୍ରତିବାଦରେ ବିଭିନ୍ନ ବ୍ୟବସାୟିକ ସଙ୍ଗଠନ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ବନ୍ଦ ପାଳନ । ଏଥିପାଇଁ ଦୋକାନ, ବଜାର ବନ୍ଦ ରହିବା ସହ ଯାତାୟାତ ବାଧାପ୍ରାପ୍ତ ହୋଇଛି ।ସୁବର୍ଣ୍ଣପୁରରେ ବି ଦେଖିବାକୁ ମିଳିଛି NAC ନିଆଁ । ଉଲୁଣ୍ଡାକୁ NAC ମାନ୍ୟତା ଦାବି ପ୍ରତିବାଦରେ ଉଲୁଣ୍ଡା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଉଲୁଣ୍ଡାରେ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ସକାଳ ୬ରୁ ଦିନ ୧୨ଟା ଯାଏଁ ହେବ ବନ୍ଦ ପାଳନ । ଏନେଇ ଦୋକାନ ବଜାର ସହ ଯାନବାହନ ଚଳାଚଳ ବନ୍ଦ ରହିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!