କେନ୍ଦ୍ରାପଡା ଡାକ୍ତରଖାନାରେ ଅଗ୍ନିକାଣ୍ଡ

କେନ୍ଦ୍ରାପଡା,୨ା୩:କେନ୍ଦ୍ରାପଡା ଜିଲ୍ଲା ଇନ୍ଦୁପୁର ଡାକ୍ତରଖାନାରେ ଅଗ୍ନିକାଣ୍ଡ । ଏହି ଅଗ୍ନିକାଣ୍ଡ ହେବା ଫଳରେ ଡାକ୍ତରଖାନାର ଅନେକ ସାମଗ୍ରୀ ନଷ୍ଟ ହୋଇଥିବା ସୂଚନା ମିଳିଛି । ତେବେ ଏହାର ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ ପ୍ରୟାସ ଜାରି ରଖିଛି ଅଗ୍ନିଶମ ବାହନୀ। ତେବେ କେଉଁ କାରଣରୁ ଏହି ଅଗ୍ନିକାଣ୍ଡ ଘଟିଲା ସେନେଇ କୌଣସି ସୂଚନା ମିଳିପାରି ନାହିଁ । ଅପରପକ୍ଷେ ଏହା ଦ୍ୱାରା କେତେ ଜଣଙ୍କର କ୍ଷତି ହୋଇଛି ତାହା ମଧ୍ୟ ଜଣାପଡି ନାହିଁ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!