ଭୁବନେଶ୍ୱର,୭ା୩ :୧୯୯୨ ବ୍ୟାଚ୍ର ଦୁଇ ବରିଷ୍ଠ ଆଇପିଏସ୍ ଅଫିସର ଲଳିତ ଦାସ ଓ ସପ୍ନା ତିୱାରୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଅନ୍ୟାଦେଶ ପର୍ଯ୍ୟନ୍ତ ଲଳିତ ଦାସଙ୍କୁ ତାଙ୍କ ପୂର୍ବ ସ୍ଥାନରେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଅନ୍ୟପକ୍ଷରେ ଏବେ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି ସପ୍ନା ତିୱାରୀ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |