ଭୁବନେଶ୍ବର, ୨୨।୩: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ,ରାଷ୍ଟ୍ରପତି ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |