ଏପ୍ରିଲ ୨ରୁ ହେବ ସକାଳୁଆ ସ୍କୁଲ: ରାଜ୍ୟ ସରକାର

ଭୁବନେଶ୍ୱର,୩୦ା୩: ଏପ୍ରିଲ ୨ରୁ ସକାଳୁଆ ସ୍କୁଲ । ରାଜ୍ୟରେ ବଢୁଥିବା ଖରାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ସକାଳୁଆ ସ୍କୁଲ କରିବା ପାଇଁ ଆଜି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ତେବେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସକାଳୁଆ ପାଠ ପଠାଯିବ। ସକାଳ ୭ ଟାରୁ ଦିନ ୧୧ଟା ଯାଏଁ ପାଠ ପଢ଼ାଯିବ । ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତା ଏପ୍ରିଲ ୨ରୁ ସ୍କୁଲଗୁଡ଼ିକୁ ସକାଳୁଆ ହେବା ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!