ମେ’ ୬ରୁ ଜୁନ ୧୭ ପର୍ଯ୍ୟନ୍ତ ଛୁଟି ରହିବ ସ୍କୁଲ

ଭୁବନେଶ୍ୱର,୩୧ା୩: ମେ ୬ରୁ ସ୍କୁଲରେ ଖରା ଛୁଟି । ଆସିଲା ୨୦୨୪-୨୫ ଶିକ୍ଷାବର୍ଷ କ୍ୟାଲେଣ୍ଡର । ୨୦୨୪ ଶିକ୍ଷାବର୍ଷ ପାଇଁ ପ୍ରକାଶିତ କ୍ୟାଲେଣ୍ଡରରେ ସମସ୍ତ ଛୁଟି ବିବରଣୀ ପ୍ରକାଶ ପାଇଛି । ଓସେପା ପକ୍ଷରୁ ପ୍ରାଥମିକ ଓ ମାଧ୍ୟମିକ ଶ୍ରେଣୀ ପାଇଁ ଶିକ୍ଷା କ୍ୟାଲେଣ୍ଡର ପ୍ରକାଶ କରାଯାଇଛି।  ଚଳିତ ବର୍ଷ  ମେ ୬ ତାରିଖରୁ ସ୍କୁଲରେ ଖରାଛୁଟି ଆରମ୍ଭ ହୋଇ ୧୭ ଜୁନ ପର୍ଯ୍ୟନ୍ତ ଛୁଟି ରହିବ। ତେବେ ଶିକ୍ଷା କ୍ୟାଲେଣ୍ଡରକୁ କଡ଼ାକଡ଼ି ପାଳନ ଲାଗି ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!