ସକାଳୁଆ ହେବ ରାଜ୍ୟର ସବୁ ଅଙ୍ଗନବାଡ଼ି

ଭୁବନେଶ୍ୱର,୧।୪: ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ଅଙ୍ଗନବାଡି କେନ୍ଦ୍ରର କାର୍ଯ୍ୟ ସମୟକୁ ପରିବର୍ତ୍ତନ କରାଯାଇଛି । ଗ୍ରୀଷ୍ମ ଦାଉରୁ ରକ୍ଷା ପାଇବା ନିମନ୍ତେ ଅଙ୍ଗନବାଡି କେନ୍ଦ୍ରର କାର୍ଯ୍ୟ ସମୟକୁ ସକାଳ ୭ଟା ରୁ ୧୧.୩୦ ଯାଏ ଧାର୍ଯ୍ୟ କରାଯାଇଛି । ଏନେଇ ମହିଳା ଶିଶୁ ବିକାଶ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ଖରା ଓ ଗରମକୁ ଦୃଷ୍ଟିରେ ରଖି ଅଙ୍ଗନବାଡି କେନ୍ଦ୍ରରେ ଶୁଦ୍ଧ ପାନୀୟ ଜଳ ସହ ଯଥେଷ୍ଟ ପରିମାଣର ଓଆର୍‌ଏସ୍‌ ପ୍ୟାକେଟ ରଖିବାକୁ ନିର୍ଦ୍ଦେଶ ଜାରି କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!