ତାଳଚେର NTPC ରେ ଭୟଙ୍କର ଅଗ୍ନିକାଣ୍ଡ, ସାରା ଅଞ୍ଚଳ ଧୁଆଁମୟ

ଭୁୁବନେଶ୍ୱର୫।୪ : ତାଳଚେର କଣିହାଁ ଏନ୍‌ଟିପିସିରେ ବଡ ଧରଣର ଅଗ୍ନିକାଣ୍ଡ ଘଟିଛି । ପ୍ଲାଣ୍ଟ ଭିତରେ ଥିବା କନଭେୟର ବେଲ୍ଟରେ ନିଆଁ ଲାଗିଛି । ୨ ଓ ୩ ନମ୍ବର କନଭେୟର ବେଲ୍ଟରେ ଲାଗିଛି ନିଆଁ । ୨ଟି ଅଗ୍ନିଶମ ବାହିନୀ ନିଆଁ ଲିଭାଇବାକୁ ଚେଷ୍ଟା କରୁଛି । କୋଇଲାରେ ନିଆଁ ଲାଗିଥିବାରୁ ପୁରା ଅଞ୍ଚଳ ଧୁଆଁମୟ ହୋଇ ଉଠିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!