ଯାଜପୁର,୬।୪: ଆଜି ବାରୁଣି ସ୍ନାନ। ଅନେକ ବର୍ଷ ପରେ ମହା ବାରୁଣି ଯୋଗ ପଡ଼ିଥିବାରୁ ଯାଜପୁର ବୈତରଣୀ ନଦୀର ଦଶ୍ୱାଶମେଧ ଘାଟରେ ବୁଡ ଓ ପିଣ୍ଡ ପକାଇବା ଲାଗି ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି।ଯାଜପୁର ବୈତରଣୀ ନଦୀର ଦଶ୍ୱାଶମେଧ ଘାଟରେ ବୁଡ ଓ ପିଣ୍ଡ ପକାଇବା ଲାଗି ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି। ସକାଳ ୬.୦୯ଠାରୁ ଦିନ ୧୨.୫୭ ମିନିଟ୍ ଯାଏ ବୁଡ ପକାଇବା ପାଇଁ ଯୋଗ ଥିବାରୁ ଶ୍ରଦ୍ଧାଳୁ ମାନେ ବୈତରଣୀ ନଦୀର ଦଶ୍ୱାଶମେଧ ଘାଟରେ ପହଞ୍ଚି ବୁଡ ପକାଇବା ସହ ପିଣ୍ଡ ଦାନ କରିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |