ନୂଆଦିଲ୍ଲୀ,୬।୪: ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଗୋଆ, ମଧ୍ୟପ୍ରଦେଶ ଏବଂ ଦାଦ୍ରାର ୬ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ମଧ୍ୟପ୍ରଦେଶର ଗ୍ବାାଲିୟର ଆସନରୁ ପ୍ରବୀଣ ପାଠକ ଏବଂ ମୁରୈନାରୁ ସତ୍ୟପାଲ ସିଂ ସିକରୱାରଙ୍କୁ ଟିକେଟ୍ ଦିଆଯାଇଛି। କଂଗ୍ରେସର ପ୍ରାର୍ଥୀଙ୍କ ଏହା ହେଉଛି ୧୪ତମ ତାଲିକା ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |