ଛତିଶଗଡ଼ରେ ଏନକାଉଣ୍ଟର, ଟଳିପଡ଼ିଲେ ୩ ମାଓବାଦୀ

ମାଲକାନଗିରି,୬।୪ : ମାଲକାନଗିରି ଜିଲା ସିମାନ୍ତ ଛତିଶଗଡ଼ କାଙ୍କେର ଜିଲାରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୩ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଏପରିକି ପୋଲିସ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଥିବା ବିଜାପୁର ଏସ୍‌ପି ସୂଚନା ଦେଇଛନ୍ତି।ଛତିଶଗଡ଼ରେ ଜାରିରହିଛି ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ। ଆଜି ପୁଣି ଏନକାଉଣ୍ଟରରେ ୩ ଜଣ ମାଓବାଦୀଙ୍କୁ ନିପାତ କରିଛନ୍ତି ସୁରକ୍ଷାକର୍ମୀ। ବିଜାପୁରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ନିପାତ ହୋଇଥିବା ସୂଚନା ମିଳିଛି। ଏନେଇ ବିଜାପୁର ଜିଲ୍ଲା ଏସ୍‌ପି ଜିତେନ୍ଦ୍ର ଯାଦବ ସୂଚନା ଦେଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!