ନାଳରେ ଖସିପଡ଼ିଲା ‘ମୋ ବସ୍’

ଖୋର୍ଦ୍ଧା,୬।୪: ରାସ୍ତାକଡ଼ ନାଳକୁ ଖସିଲା ମୋ ବସ। ଏହି ଦୁର୍ଘଟଣାରେ ୨୦ ଆହତ ହୋଇଥିବା ଜଣାପଡିଛି। ଖୋର୍ଦ୍ଧା ପିତାପଲ୍ଲୀ ଛକ ନିକଟରେ ଦୁର୍ଘଟଣାର ଶିକାର ହୋଇଛି ମୋ-ବସ୍ । ଭାରସାମ୍ୟ ହରାଇ ମୋ-ବସ୍ ରାସ୍ତାକଡ଼ ଏକ ନାଳକୁ ଖସି ଯାଇଥିବା ଦେଖିବାକୁ ମିଳିଛି । ଭୁବନେଶ୍ୱରରୁ ଖୋର୍ଦ୍ଧା ଯିବା ରାସ୍ତାରେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ ଏହି ଦୁର୍ଘଟଣାରେ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!