ଆଜିଠୁ ମା’ ତାରିଣୀଙ୍କ ଚଇତି ପର୍ବ ଆରମ୍ଭ

କେନ୍ଦୁଝର,,୯ା୪:ଆଜିଠୁ କେନ୍ଦୁଝରସ୍ଥିତ ମା’ ତାରିଣୀଙ୍କ ପୀଠରେ   ଆରମ୍ଭ ହୋଇଛି ଚଇତି ପର୍ବ । ଆଜିଠାରୁ ବିଷୁବ ପଣା ସଂକ୍ରାନ୍ତି ଯାଏ ଏହାକୁ ଅତି ଧୁମଧାମରେ ପାଳନ କରାଯାଇଥାଏ । ତେଣୁ ଏହି ପବିତ୍ର ଦିନଟିରେ ମାଙ୍କୁ ଦର୍ଶନ କଲେ ସମସ୍ତ ମନସ୍କାମନା ପୁର୍ଣ୍ଣ ହୁଏ ବୋଲି ବିଶ୍ୱାସ ଅଛି ।ତେଣୁ ଆଜି ମା’ଙ୍କ ଦର୍ଶନ ଲାଗି ଦୂର ଦୂରାନ୍ତରୁ ଘଟଗାଁ ମା’ ତାରିଣୀଙ୍କ ପୀଠକୁ ଭକ୍ତଙ୍କର ସୁଅ ଛୁଟୁଛି। ଏଥିଯୋଗୁ ମା’ଙ୍କ ପୀଠ ଲୋକାରଣ୍ୟ ହୋଇ ଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!