ପୁରୀ, ,୯ା୪:ବଦଳିଲେ ଶ୍ରୀ ଜଗନ୍ନାଥ ମନ୍ଦିରର ମୁଖ୍ୟ ପ୍ରଶାସକ। ନୂଆ ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ପାଇଲେ ବରିଷ୍ଠ ଆଇଏଏସ ବୀର ବିକ୍ରମ ଯାଦବ । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତ ହେଲେ ବରିଷ୍ଠ ଆଇଏଏସ୍ ବୀର ବିକ୍ରମ ଯାଦବ। ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।୧୯୯୬ ବ୍ୟାଚର ଆଇଏଏସ୍ ଅଫିସର ହେଉଛନ୍ତି ବୀର ବିକ୍ରମ ଯାଦବ। ବର୍ତ୍ତମାନ ସେ ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ଅଛନ୍ତି। ପୂର୍ବରୁ ମଧ୍ୟ ଭି.ଭି.ଯାଦବ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ପାଇଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |