ଭୁବନେଶ୍ୱର, ୧୦।୪:ଆଜିଠୁ ‘ଉଠ ଓଡ଼ିଆ’ ସ୍ୱାଭିମାନ ସଂକଳ୍ପ ପଦଯାତ୍ରା। ଶ୍ରୀକ୍ଷେତ୍ର ପୁରୀରୁ ଏକାମ୍ର କ୍ଷେତ୍ର ଭୁବନେଶ୍ୱରକୁ ପଦଯାତ୍ରା ହେବ। ୧୪ ତାରିଖ ପଣାସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଦିନ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବ।ଓଡ଼ିଆ ଅସ୍ମିତା, ଓଡ଼ିଆ ସ୍ୱାଭିମାନ ଏବଂ ଓଡ଼ିଶାର ସୁରକ୍ଷା ଲକ୍ଷ୍ୟ ନେଇ ଏହି ବିରାଟ ପଦଯାତ୍ରା ଆଜିଠାରୁ ଆରମ୍ଭ ହୋଇଛି। ସକାଳ ୭ଟାରୁ ସିଂହଦ୍ୱାର ସାମ୍ନାରୁ ପଦଯାତ୍ରା ଆରମ୍ଭ ହୋଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |