ଭୁବନେଶ୍ୱର,୧୨।୪: ପ୍ରତି ଦିନ ବଢୁଛି ସୁନା ଦର। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମକୁ ୭୩ ହଜାର ୩୧୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମକୁ ୬୭ ହଜାର ୨୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମକୁ ୬୭ ହଜାର ୨୦୦ ଟଙ୍କା ରହିଛି।ଗୁରୁବାର ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନା ଦର ୧୦ ଗ୍ରାମକୁ ୭୨ ହଜାର ୨୨୦ ଟଙ୍କା ଥିବା ବେଳେ ଆଜି ଏଥିରେ ୧୦୯୦ ଟଙ୍କାକୁ ବୃଦ୍ଧି ପାଇଛି। ଆଉ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମକୁ ି ୬୬ ହଜାର ୨୦୦ ଟଙ୍କା ଥିବା ବେଳେ ଆଜି ୧୦୦୦ ଟଙ୍କା ବଢିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |