ଭୁବନେଶ୍ଵର,୧୩ା୪ : ୫ଦିନିଆ ଓଡିଶା ଗସ୍ତରେ ଛତିଶଗଡ ରାଜ୍ୟପାଳ |ଛତିଶଗଡ ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନ ୫ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି। ରାଜ୍ୟପାଳ ଶ୍ରୀ ହରିଚନ୍ଦନ ପୂର୍ବ ନିର୍ଦ୍ଧାରିତ କେତେକ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାସହ ଭୁବନେଶ୍ଵରସ୍ଥ ରବିନ୍ଦ୍ର ମଣ୍ଡପରେ ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତର ଅବସରରେ ନମାମି ମନ୍ଦାକିନୀର ନବବର୍ଷ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଶ୍ରୀ ହରିଚନ୍ଦନ ୧୬ ତାରିଖ ମଧ୍ୟାହ୍ନରେ ରାୟପୁର ରାଜଭବନ ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |