ରାଜ୍ୟରେ ବୃଦ୍ଧି , ୩ ଦିନ ସ୍କୁଲ ବନ୍ଦ

ଭୁବନେଶ୍ୱର,୧୭ା୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି।ଗ୍ରୀଷ୍ମ ପ୍ରବାହ ଏବଂ ବଢ଼ୁଥିବା ତାପମାତ୍ରାକୁ ଦୃଷ୍ଟିରେ ରଖି ଆଗାମୀ ୩ ଦିନ ପାଇଁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବା ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି ।    ଏହା ସହିତ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ୩ ଦିନ ସ୍କୁଲ ବନ୍ଦ କରିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଏପ୍ରିଲ୍ ୧୮,୧୯ ଏବଂ ୨୦ ସମସ୍ତ ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲ ବନ୍ଦ ରହିବ ବୋଲି ସରକାରଙ୍କ ନିଷ୍ପତ୍ତି ନେଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!