ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର, ୧୭।୪: ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହୋଇଛନ୍ତି। ସେହିପରି ସମ୍ବଲପୁର ଓ ରେଢ଼ାଖୋଲ ପ୍ରାର୍ଥୀ ପରିବର୍ତ୍ତନ କରାଯାଇଛି। ରେଢ଼ାଖୋଲରୁ ପ୍ରାର୍ଥୀ ହେଲେ ପ୍ରସନ୍ନ ଆଚାର୍ଯ୍ୟ ଏବଂ ସମ୍ବଲପୁରରୁ ପ୍ରାର୍ଥୀ ହେଲେ ରୋହିତ ପୂଜାରୀ। ଚିତ୍ରକୋଣ୍ଡା- ଲକ୍ଷ୍ମୀପ୍ରିୟା ନାୟକ\ପଦ୍ମପୁର- ବର୍ଷା ସିଂ ବରିହା\କୁଚିଣ୍ଡା- ରାଜେନ୍ଦ୍ର ଛତ୍ରିଆ\ ଦେବଗଡ଼- ଅରୁନ୍ଧତି ଦେବୀ\ଅନୁଗୋଳ- ସଂଯୁକ୍ତା ସିଂହ\ ନିମାପଡ଼ା- ଦିଲୀପ ନାୟକ \ସାନଖେମୁଣ୍ଡି- ସୁଲକ୍ଷଣା ଗୀତାଞ୍ଜଳି ଦେବୀ \ଜୟପୁର- ଇନ୍ଦିରା ନନ୍ଦ

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!