ଆଇପିଏସ ଅଧିକାରୀ ସଞ୍ଜୟ ସିଂହଙ୍କ ସ୍ୱେଚ୍ଛାକୃତ ଅବସର

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ ସଞ୍ଜୟ କୁମାର ସିଂହ ସ୍ୱେଚ୍ଛାକୃତ ଅବସର ନେଇଛନ୍ତି । ୧୯୯୬ ବ୍ୟାଚ୍‌ର ଏହି ଆଇପିଏସ ଅଧିକାରୀଙ୍କୁ ରାଜ୍ୟ ସରକାର ସ୍ୱେଚ୍ଛାକୃତ ଅବସର ପାଇଁ ଅନୁମତି ଦେଇଛନ୍ତି। ତାଙ୍କ ଆବେଦନକୁ ରାଜ୍ୟ ଗୃହ ବିଭାଗ ଗତ ୧୫ ତାରିଖରେ ମଞ୍ଜୁରୀ ପ୍ରଦାନ କରିଛି। ସଞ୍ଜୟ ସିଂହ ନିଶାଦ୍ରବ୍ୟ ନିୟନ୍ତ୍ରଣ ବିଭାଗ (ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ)ର ଡେପୁଟି ଡିଜି ଭାବେ ଦାୟିତ୍ୱ ତୁଲାଉଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!