ପରଲୋକରେ ବର୍ଷୀୟାନ ନାଟ୍ୟ ନିର୍ଦ୍ଦେଶକ ଡ. ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଓଡ଼ିଆ ଯାତ୍ରା ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବର୍ଷୀୟାନ ନିର୍ଦ୍ଦେଶକ ଡ. ସଚ୍ଚି ଦାସ ଆଉ ନାହାଁନ୍ତି । ଦୀର୍ଘ ଦିନରୁ ଅସୁସ୍ଥ ଥିବା କାରଣରୁ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ହେଉଥିଲେ । ତେବେ ଗୁରୁବାର ୮୮ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ବିୟୋଗରେ ଜଲିଉଡରେ ଶୋକର ଛାୟା ଖେଳିଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!