ସୁରକ୍ଷାକର୍ମୀ- ମାଓବାଦୀ ଗୁଳି ବିନିମୟ : ୨ ମାଓବାଦୀ ନିହତ

ଭୁବନେଶ୍ୱର, ୨୫।୪: ବୌଦ୍ଧ କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ ଅପରେଶନରେ ୨ ମାଓବାଦୀ ନିହତ ହୋଇଛନ୍ତି। ଏହି ଜଙ୍ଗଲରେ ୪୦ରୁ ୫୦ ମାଓବାଦୀ ଲୁଚି ରହିଥିବା ଜଣାପଡିଛି। ଆଜି ସକାଳ ପ୍ରାୟ ୬ରୁ ୭ଟା ମଧ୍ୟରେ ଏସଓଜି ଯବାନ-ମାଓବାଦୀ ମୁହାଁମୁହିଁ ହୋଇଥିଲେ। ଏହି ଗୁଳିବିନିମୟରେ ୨ ମାଓବାଦୀ ନିହତ ହୋଇଥିବା ଜଣାପଡିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!